ଲୂକ ଲିଖିତ ସୁସମାଚାର 21:8 - ପବିତ୍ର ବାଇବଲ8 ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେଥିରେ ସେ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକେ ମୋʼ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। Gade chapit laଓଡିଆ ବାଇବେଲ8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)8 ଯୀଶୁ କହିଲେ, “ସତର୍କ ଥାଅ; ପ୍ରତାରିତ ହୁଅ ନାହିଁ। ଅନେକ ଲୋକ ମୋ’ ନାମରେ ଆସି କହିବେ, ‘ମୁଁ ସେହି! ଓ ସମୟ ଉପସ୍ଥିତ!’ କିନ୍ତୁ ସେମାନଙ୍କର ଅନୁଗମନ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। Gade chapit la |
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।