Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:1 - ପବିତ୍ର ବାଇବଲ

1 ଖମୀରଶୂନ୍ୟ ରୋଟୀ ପର୍ବ, ଯାହାକୁ ନିସ୍ତାରପର୍ବ ମଧ୍ୟ କୁହାଯାଏ, ତାହାର ସମୟ ନିକଟ ହୋଇ ଆସୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୋଟୀର ପର୍ବ ନିକଟ ହୋଇ ଆସୁଥିଲା।

Gade chapit la Kopi

ଓଡିଆ ବାଇବେଲ

1 ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ନିସ୍ତାର ପର୍ବ ବା ଖମୀର ଶୂନ୍ୟ ରୋଟୀ ପର୍ବର ସମୟ ସନ୍ନିକଟ ହୋଇ ଆସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:1
9 Referans Kwoze  

ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”


ଯେଉଁ ସମୟରେ ମୋଶା ଏବଂ ହାରୋଣ ମିଶରରେ ଥିଲେ, ସଦାପ୍ରଭୁ ସେମାନଙ୍କୁ କହିଲେ,


ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।


Swiv nou:

Piblisite


Piblisite