ଲୂକ ଲିଖିତ ସୁସମାଚାର 22:24 - ପବିତ୍ର ବାଇବଲ24 ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ଶ୍ରେଷ୍ଠ ପ୍ରେରିତମାନେ ସେହି ବିଷୟରେ ପରସ୍ପର ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା। Gade chapit laଓଡିଆ ବାଇବେଲ24 ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା । Gade chapit laପବିତ୍ର ବାଇବଲ (CL) NT (BSI)24 ସେମାନଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବୋଲି ଶିଷ୍ୟମାନଙ୍କ ମଧ୍ୟରେ ବିତର୍କ ଆରମ୍ଭ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା। Gade chapit la |