ଲୂକ ଲିଖିତ ସୁସମାଚାର 22:3 - ପବିତ୍ର ବାଇବଲ3 ଯୀଶୁଙ୍କର ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣକର ନାମ ଥିଲା ଇଷ୍କାରିୟୋତ ଯିହୂଦା। ଶୟତାନ ଯିହୂଦାଙ୍କ ଶରୀର ମଧ୍ୟରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ଦ୍ଵାଦଶଙ୍କ ସଂଖ୍ୟା ମଧ୍ୟରେ ଅନ୍ତର୍ଗତ ଇଷ୍କାରିୟୋତ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା; Gade chapit laଓଡିଆ ବାଇବେଲ3 ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା; Gade chapit laପବିତ୍ର ବାଇବଲ (CL) NT (BSI)3 ଇତିମଧ୍ୟରେ ଯିହୂଦା ମନରେ ଶୟତାନ ପ୍ରବେଶ କଲା। ଯିହୂଦାର ଅନ୍ୟ ନାମ ଥିଲା ଇଷ୍କାରିୟୋଥ ଓ ସେ ବାର ଶିଷ୍ୟଙ୍କ ମଧ୍ୟରୁ ଜଣେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା; Gade chapit la |