Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:40 - ପବିତ୍ର ବାଇବଲ

40 ସେଠାରେ ପହଞ୍ଚି ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼ ଏଥିପାଇଁ ପ୍ରାର୍ଥନା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।

Gade chapit la Kopi

ଓଡିଆ ବାଇବେଲ

40 ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ସେ ସେହି ସ୍ଥାନରେ ପହଞ୍ଚି ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରୀକ୍ଷାରେ ନ ପଡ଼ିବାକୁ ପ୍ରାର୍ଥନା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, “ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:40
16 Referans Kwoze  

ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।’


ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ।


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।”


ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।


ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”


ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ପରିଗ୍ଭଳିତ କର। ମୋ’ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।


ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।


ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।


ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର। ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ। ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।


Swiv nou:

Piblisite


Piblisite