ଲୂକ ଲିଖିତ ସୁସମାଚାର 22:44 - ପବିତ୍ର ବାଇବଲ44 ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା। Gade chapit laଓଡିଆ ବାଇବେଲ44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା । Gade chapit laପବିତ୍ର ବାଇବଲ (CL) NT (BSI)44 ଯୀଶୁ ମର୍ମାନ୍ତିକ ଦୁଃଖରେ ଆକୁଳ ହୋଇ ପ୍ରାର୍ଥନା କଲେ; ତାଙ୍କର ସ୍ୱେଦ ବିନ୍ଦୁ ରକ୍ତ ଟୋପ ପରି ଭୂମିରେ ପଡ଼ିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା। Gade chapit la |