ଲୂକ ଲିଖିତ ସୁସମାଚାର 22:45 - ପବିତ୍ର ବାଇବଲ45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେମାନେ ସମସ୍ତେ ଶୋଇପଡ଼ିଥିଲେ, ସେମାନଙ୍କ ଦୁଃଖ ସେମାନଙ୍କୁ ବହୁତ କ୍ଳାନ୍ତ କରି ପକାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)45 ଆଉ, ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; Gade chapit laଓଡିଆ ବାଇବେଲ45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; Gade chapit laପବିତ୍ର ବାଇବଲ (CL) NT (BSI)45 ପ୍ରାର୍ଥନାରୁ ଉଠି ସେ ଶିଷ୍ୟମାନଙ୍କ ନିକଟକୁ ଫେରି ଆସି ସେମାନଙ୍କୁ ଦୁଃଖରେ ଶୋଇ ଥିବାର ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; Gade chapit la |