Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:48 - ପବିତ୍ର ବାଇବଲ

48 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯିହୂଦା, ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦେବା ପାଇଁ ବନ୍ଧୁତାର ଚୁମ୍ବନକୁ ବ୍ୟବହାର କରୁଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ଯିହୂଦା, ଚୁମ୍ଵନ ଦ୍ଵାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁହସ୍ତରେ ସମର୍ପଣ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

48 କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 କିନ୍ତୁ ଯୀଶୁ କହିଲେ, “ଯିହୂଦା, ଚୁମ୍ବନ ଦେଇ ତୁମେ କ’ଣ ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ଧରାଇ ଦେବାକୁ ଯାଉଛ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:48
7 Referans Kwoze  

ଗୋଟିଏ ସାଙ୍ଗଠାରୁ କର୍କଷ ଶବ୍ଦସବୁ ତା'ର ବିଶ୍ୱସନୀୟତାଠାରୁ ଅଙ୍କୁରୀତ ହୁଏ। କିନ୍ତୁ ଶତ୍ରୁମାନଙ୍କର ଚୁମ୍ବନକୁ ଭରସା କରାଯାଇ ପାରିବ ନାହିଁ।


ମୋର ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଙ୍ଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚି‌କ୍‌କଣ। କିନ୍ତୁ ତା ହୃଦୟରେ ଘୃଣା ଅଛି। ତା'ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖ‌ଡ଼୍‌ଗ ତୁଲ୍ୟ କାଟନ୍ତି।


ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସେଠାକୁ ଆସିଲେ। ବାରଜଣ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ସେହି ଲୋକମାନଙ୍କ ଦଳର ନେତୃତ୍ୱ ନେଇଥିଲା। ସେ ଥିଲା ଯିହୂଦା। ଯୀଶୁଙ୍କୁ ଚୁମ୍ବନ ଦେବା ପାଇଁ ଯିହୂଦା ଯୀଶୁଙ୍କ ପାଖକୁ ଆସିଲା।


ଯୀଶୁଙ୍କର ଶିଷ୍ୟମାନେ ମଧ୍ୟ ସେଠାରେ ଠିଆ ହୋଇଥିଲେ। ଯାହା ଘଟୁଥିଲା, ସେମାନେ ସେ ସବୁ ଦେଖୁଥିଲେ, ସେମାନେ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭେ କ’ଣ ଆମ୍ଭର ଖଣ୍ଡାର ପ୍ରୟୋଗ କରିବୁ?”


Swiv nou:

Piblisite


Piblisite