Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:49 - ପବିତ୍ର ବାଇବଲ

49 ଯୀଶୁଙ୍କର ଶିଷ୍ୟମାନେ ମଧ୍ୟ ସେଠାରେ ଠିଆ ହୋଇଥିଲେ। ଯାହା ଘଟୁଥିଲା, ସେମାନେ ସେ ସବୁ ଦେଖୁଥିଲେ, ସେମାନେ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭେ କ’ଣ ଆମ୍ଭର ଖଣ୍ଡାର ପ୍ରୟୋଗ କରିବୁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଏଥିରେ କଅଣ ଘଟିବ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୋ, ଆମ୍ଭେମାନେ କʼଣ ଖଡ଼୍‍ଗରେ ଆଘାତ କରିବା?

Gade chapit la Kopi

ଓଡିଆ ବାଇବେଲ

49 ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ଯାହା ଘଟିବାକୁ ଯାଉଛି, ତାହା ଦେଖି ଯୀଶୁଙ୍କ ସହିତ ଥିବା ଶିଷ୍ୟମାନେ ପଚାରିଲେ, “ପ୍ରଭୁ, ଆମେ କ’ଣ ଖଣ୍ଡା ବାହାର କରିବା?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା?

Gade chapit la Kopi




ଲୂକ ଲିଖିତ ସୁସମାଚାର 22:49
3 Referans Kwoze  

ଶିଷ୍ୟମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠାରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, “ଦୁଇଟି ଖଣ୍ଡା ଯଥେଷ୍ଟ।”


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯିହୂଦା, ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦେବା ପାଇଁ ବନ୍ଧୁତାର ଚୁମ୍ବନକୁ ବ୍ୟବହାର କରୁଛ?”


ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା।


Swiv nou:

Piblisite


Piblisite