Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:60 - ପବିତ୍ର ବାଇବଲ

60 କିନ୍ତୁ ପିତର କହିଲେ, “ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ। ପିତର ଏ କଥା କହିବା ବେଳେ ସେହିକ୍ଷଣି କୁକୁଡ଼ାଟିଏ ଡାକିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କଥା କହୁ କହୁ କୁକୁଡ଼ା ଡାକିଲା,

Gade chapit la Kopi

ଓଡିଆ ବାଇବେଲ

60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

60 କିନ୍ତୁ ପିତର ଉତ୍ତର ଦେଲେ, “ତୁମ୍ଭେ କ’ଣ କହୁଛ, ମୁଁ କିଛି ବୁଝିପାରୁ ନାହିଁ।” ଠିକ୍ ସେତିକିବେଳେ କୁକୁଡ଼ା ଡ଼ାକିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;

Gade chapit la Kopi




ଲୂକ ଲିଖିତ ସୁସମାଚାର 22:60
7 Referans Kwoze  

କିନ୍ତୁ ପିତର ପୁଣି ଥରେ କହିଲେ, “ନା, ମୁଁ ତାହାଙ୍କ ସହିତ ନ ଥିଲି।” ଠିକ୍ ସେତିକିବେଳେ ଗୋଟିଏ କୁକୁଡ଼ା ଡାକିଲା।


ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।”


ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ଆଜି ରାତିରେ ତୁମ୍ଭେ କହିବ ଯେ ମୋତେ ଚିହ୍ନି ନାହଁ। କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।”


ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ଼ ଭାବରେ କହିଲା, “ଏହା ସତ୍ୟ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ।” ସେହି ଲୋକ କହିଲା ଯେ ସେ ଏ ବିଷୟରେ ସମ୍ପୂର୍ଣ୍ଣ ନିଃସନ୍ଦେହ।


ତା'ପରେ ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକ ଲୟରେ ଗ୍ଭହିଁଲେ। ପିତରଙ୍କର ମନେ ପଡ଼ିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, “ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହିବ।”


Swiv nou:

Piblisite


Piblisite