ଲୂକ ଲିଖିତ ସୁସମାଚାର 22:7 - ପବିତ୍ର ବାଇବଲ7 ଖମୀରହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାରପର୍ବର ମେଷଶାବକମାନଙ୍କୁ ବଳି ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୋଟୀ ପର୍ବର ସେହି ଦିନ ଉପସ୍ଥିତ ହେଲା; Gade chapit laଓଡିଆ ବାଇବେଲ7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା; Gade chapit laପବିତ୍ର ବାଇବଲ (CL) NT (BSI)7 ଖମୀର ଶୂନ୍ୟ ରୋଟୀ ପର୍ବ ସମୟରେ ନିସ୍ତାର ଭୋଜି ନିମନ୍ତେ ମେଷ ବଳି କରିବାର ଦିନ ଆସିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା; Gade chapit la |