ଲୂକ ଲିଖିତ ସୁସମାଚାର 22:8 - ପବିତ୍ର ବାଇବଲ8 ଯୀଶୁ ପିତର ଓ ଯୋହନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଆମ୍ଭମାନଙ୍କର ଖାଇବା ପାଇଁ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତି କର।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର। Gade chapit laଓଡିଆ ବାଇବେଲ8 ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର । Gade chapit laପବିତ୍ର ବାଇବଲ (CL) NT (BSI)8 ଯୀଶୁ ପିତର ଓ ଯୋହନଙ୍କୁ ଏହି କଥା କହି ପଠାଇଲେ, “ଯାଅ ଆମ ଖାଇବା ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।” Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”