Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:1 - ପବିତ୍ର ବାଇବଲ

1 ସମସ୍ତେ ଉଠି ଠିଆ ହେଲେ। ସେମାନେ ଯୀଶୁଙ୍କୁ ପୀଲାତଙ୍କ ପାଖକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ସଭାଟାଯାକ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ତାହାଙ୍କୁ ଘେନିଗଲେ।

Gade chapit la Kopi

ଓଡିଆ ବାଇବେଲ

1 ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ସେମାନେ ସମସ୍ତେ ଯୀଶୁଙ୍କୁ ପିଲାତଙ୍କ ନିକଟକୁ ଧରିନେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:1
7 Referans Kwoze  

ତା’ ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ ସେମାନଙ୍କର ସର୍ବୋଚ୍ଚ ନ୍ୟାୟଳୟକୁ ନେଇଗଲେ।


ସେମାନେ କହିଲେ, “ତେବେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ’ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁଖରୁ ଏହା ଶୁଣିଲୁ।”


ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।


Swiv nou:

Piblisite


Piblisite