Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:12 - ପବିତ୍ର ବାଇବଲ

12 ଅତୀତରେ ପୀଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।

Gade chapit la Kopi

ଓଡିଆ ବାଇବେଲ

12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେହି ଦିନ ହେରୋଦ ଓ ପିଲାତଙ୍କ ମଧ୍ୟରେ ବନ୍ଧୁତା ସ୍ଥାପିତ ହେଲା। ଏଥିପୂର୍ବରୁ ସେମାନେ ଶତ୍ରୁ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:12
5 Referans Kwoze  

ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।


ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।


ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।


Swiv nou:

Piblisite


Piblisite