Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:16 - ପବିତ୍ର ବାଇବଲ

16 ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବାପରେ ମୁଁ ତାହାଙ୍କୁ ମୁକ୍ତ କରି ଗ୍ଭଲିଯିବାକୁ ଅନୁମତି ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ।

Gade chapit la Kopi

ଓଡିଆ ବାଇବେଲ

16 ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତେଣୁ ମୁଁ ତାକୁ କୋରଡ଼ା ମାଡ଼ ଦେଇ ଛାଡ଼ି ଦେବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ

Gade chapit la Kopi




ଲୂକ ଲିଖିତ ସୁସମାଚାର 23:16
9 Referans Kwoze  

ପୀଲାତ ବାର‌‌‌‌‌ବ୍‌‌‌‌‌ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।


ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”


ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାର‌ବ୍‌ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ।


କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, “ସେମାନେ ଆମ୍ଭକୁ ବିନା ବିଗ୍ଭରରେ ଜନସାଧାରଣଙ୍କ ସାମନାରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାରରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସେମାନେ ଆମ୍ଭକୁ ଗୋପନରେ ଛାଡ଼ି ଦେବା ପାଇଁ କହୁଛନ୍ତି? ଏହା ଆଦୌ ହୋଇପାରିବ ନାହିଁ।” ତେଣୁ ସେମାନେ ନିଜେ ଆସି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ।


ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ଯ୍ୟ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରିଦେଲେ। ତାଙ୍କର କ୍ଷତରେ ଆମ୍ଭେମାନେ ଆରୋଗ୍ୟ ଲାଭ କଲୁ।


“ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ।


Swiv nou:

Piblisite


Piblisite