Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:17 - ପବିତ୍ର ବାଇବଲ

17

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାଙ୍କୁ ଜଣେ ବନ୍ଦୀକି ମୁକ୍ତ କରିବାକୁ ହେଉଥିଲା।

Gade chapit la Kopi

ଓଡିଆ ବାଇବେଲ

17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।]

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 (ପ୍ରତି ବର୍ଷ ନିସ୍ତାର ପର୍ବ ସମୟରେ ଇହୁଦୀ ଜାତିର ସମ୍ମାନାର୍ଥେ ଗୋଟିଏ ଇହୁଦୀ ବନ୍ଦୀକୁ ମୁକ୍ତ କରି ଦେବାକୁ ପଡ଼ୁଥିଲା।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]

Gade chapit la Kopi




ଲୂକ ଲିଖିତ ସୁସମାଚାର 23:17
5 Referans Kwoze  

ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ଅବସରରେ ରାଜ୍ୟପାଳ କାରାଗାରରୁ ଜଣେ ବନ୍ଦୀକୁ ମୁକ୍ତ କରିବାର ରୀତି ଥିଲା। ଲୋକମାନେ ଯେଉଁ ଲୋକକୁ ମୁକ୍ତ କରିବାକୁ ଗ୍ଭହୁଁଥିଲେ, କେବଳ ସେହି ଲୋକକୁ ମୁକ୍ତ କରାଯାଉଥିଲା।


ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବାପରେ ମୁଁ ତାହାଙ୍କୁ ମୁକ୍ତ କରି ଗ୍ଭଲିଯିବାକୁ ଅନୁମତି ଦେବି।”


କିନ୍ତୁ ସବୁଲୋକେ ପାଟିକରି ଉଠିଲେ, “ତାହାକୁ ମାରିଦିଅ। ବାର‌ବ୍‌ବାକୁ ମୁକ୍ତ କରିଦିଅ।”


ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି।


ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ବେଳେ ମୋ'ଠାରୁ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଗ୍ଭହଁ, ମୁଁ ଏହି ‘ଯିହୂଦୀମାନଙ୍କ ରାଜାଙ୍କୁ’ ମୁକ୍ତି ଦେବି।”


Swiv nou:

Piblisite


Piblisite