ଲୂକ ଲିଖିତ ସୁସମାଚାର 23:19 - ପବିତ୍ର ବାଇବଲ19 ବାରବ୍ବା ନଗରରେ ଦଙ୍ଗା ଆରମ୍ଭ କରିଥିବା ଯୋଗୁଁ ଓ କେତେକ ଲୋକଙ୍କୁ ହତ୍ୟା କରିଥିବା ଯୋଗୁଁ କାରାଗାରରେ ବନ୍ଦୀ ହୋଇ ରହିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା। Gade chapit laଓଡିଆ ବାଇବେଲ19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)19 (ବିଦ୍ରୋହ ଓ ନରହତ୍ୟା ଅଭିଯୋଗରେ ବାରବ୍ବାକୁ ବନ୍ଦୀ କରାଯାଇଥିଲା।) Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା। Gade chapit la |