Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:21 - ପବିତ୍ର ବାଇବଲ

21 କିନ୍ତୁ ଲୋକମାନେ ଚିତ୍କାର କରି କହିଲେ, “ତାହାଙ୍କୁ ମାରିଦିଅ। ତାହାଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ସେମାନେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।

Gade chapit la Kopi

ଓଡିଆ ବାଇବେଲ

21 କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ସେମାନେ ଚିକ୍ରାର କରି କହିଲେ, “ତାକୁ କ୍ରୁଶରେ ଚଢ଼ାଅ! ତାକୁ କ୍ରୁଶରେ ଚଢ଼ାଅ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:21
7 Referans Kwoze  

ଯିହୂଦୀମାନେ ଚିତ୍କାର କଲେ, “ତାକୁ ଦୂରକୁ ନେଇଯାଅ। ତାକୁ କ୍ରୁଶରେ କଣ୍ଟାବିଦ୍ଧ କରି ମାରିଦିଅ।” ପୀଲାତ ଯିହୂଦୀମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଗ୍ଭହଁ ଯେ, ମୁଁ ତୁମ୍ଭ ରାଜାଙ୍କୁ କ୍ରୁଶରେ ଚଢ଼ାଇ ମାରିବି?” ମୁଖ୍ୟ ଯାଜକମାନେ ଉତ୍ତର ଦେଲେ, “କାଇସର କେବଳ ଆମ୍ଭର ରାଜା।”


କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ,


ଲୋକମାନେ ପାଟି କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”


ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦେବାକୁ ଗ୍ଭହୁଁଥିଲେ। ତେଣୁ ପୁଣି ଥରେ ପୀଲାତ ସେମାନଙ୍କୁ କହିଲେ ଯେ ସେ ଯୀଶୁଙ୍କୁ ଛାଡ଼ି ଦେବେ।


ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”


ସେମାନେ ତାହାଙ୍କର ମୃତ୍ୟୁଦଣ୍ଡ ଦେବାର କିଛି କାରଣ ନ ପାଇ ତାହାଙ୍କୁ ମାରିଦେବା ପାଇଁ ପୀଲାତଙ୍କୁ କହିଲେ।


Swiv nou:

Piblisite


Piblisite