Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:24 - ପବିତ୍ର ବାଇବଲ

24 ପୀଲାତ ଲୋକଙ୍କ ଇଚ୍ଛା ଅନୁଯାୟୀ ନିର୍ଣ୍ଣୟ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ସେମାନଙ୍କର ଦାବୀ ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ପିଲାତ ସେମାନଙ୍କ ଇଚ୍ଛାନୁଯାୟୀ ଯୀଶୁଙ୍କ ପ୍ରତି ମୃତ୍ୟୁ ଦଣ୍ଡାଦେଶ ଦେଲେ ଓ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;

Gade chapit la Kopi




ଲୂକ ଲିଖିତ ସୁସମାଚାର 23:24
7 Referans Kwoze  

“ତୁମ୍ଭେ ଲୋକ ଗହଳି ସହିତ ଯୋଗଦେବା ଉଚିତ୍ ନୁହଁ ଏବଂ ନ୍ୟାୟକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତେବେଳେ ତୁମ୍ଭେ ନ୍ୟାୟାଳୟରେ ସାକ୍ଷ୍ୟ ଦିଅ।


ପୀଲାତ ବାର‌‌‌‌‌ବ୍‌‌‌‌‌ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ।


ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ଭାବେ ଘୃଣିତ।


ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାର‌ବ୍‌ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ।


ତା'ପରେ ପୀଲାତ ଯୀଶୁଙ୍କୁ ନେଇ ଯାଇ କୋରଡ଼ା ପ୍ରହାର କରିବା ପାଇଁ ଆଦେଶ ଦେଲେ।


କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ,


ଲୋକମାନେ ବାର‌ବ୍‌ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାର‌ବ୍‌ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାର‌ବ୍‌ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ।


Swiv nou:

Piblisite


Piblisite