Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:26 - ପବିତ୍ର ବାଇବଲ

26 ସୈନ୍ୟମାନେ ଯୀଶୁଙ୍କୁ ମାରିଦେବା ପାଇଁ ନେଇଗଲେ। ଠିକ୍ ସେହି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫେରି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମୋନ। ଶିମୋନ କୁରୀଣ ନଗରର ଲୋକ ଥିଲା। ସୈନ୍ୟମାନେ ଯୀଶୁଙ୍କ କ୍ରୁଶ ବହନ କରି ଯୀଶୁଙ୍କ ପଛରେ ଯିବାକୁ ଶିମୋନକୁ ବାଧ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାଙ୍କ କାନ୍ଧରେ ତାହା ଥୋଇଲେ।

Gade chapit la Kopi

ଓଡିଆ ବାଇବେଲ

26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସୈନ୍ୟମାନେ ଯୀଶୁଙ୍କୁ ନେଇଗଲେ। ସେମାନେ ଯିବା ସମୟରେ ଗ୍ରାମାଞ୍ଚଳରୁ ଆସୁଥିବା କୂରିଣୀୟ ଶିମୋନଙ୍କୁ ଭେଟିଲେ। ସେମାନେ ତାକୁ ଅଟକାଇ ତା’ ଉପରେ କ୍ରୁଶ ଲଦିଦେଲେ ଓ ଯୀଶୁଙ୍କ ପଛରେ ଯିବାକୁ ତାକୁ ବାଧ୍ୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:26
11 Referans Kwoze  

କେତେକ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ଯୁକ୍ତିତର୍କ କଲେ। ସେମାନେ କୂରୀଣୀୟ, ଲିବର୍ତ୍ତାନ, କିଲିକିଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସେମାନେ ଯିହୂଦୀମାନଙ୍କର ଆଲେ‌କ୍‌ଜାଣ୍ଡ୍ରୀୟ ସମାଜଗୃହର ସଭ୍ୟ ଥିଲେ।


ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ।


ଏବଂ ଯିହୂଦା, କା‌ପ୍‌ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।


ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।


ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ।


ଆନ୍ତିୟଖିଆ ମଣ୍ଡଳୀରେ କେତେକ ଭବିଷ୍ୟ‌ଦ୍‌ବକ୍ତା ଓ ଶିକ୍ଷକ ଥିଲେ। ସେମାନେ ହେଲେ, ବର୍ଣ୍ଣ‌ବ୍‌‌ବା, ଶିମିୟୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୂରୀଣୀୟ, ଲୂକିୟ, ମନହେମ୍ ଯିଏ ହେରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।


ଲୋକମାନେ ବାର‌ବ୍‌ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାର‌ବ୍‌ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାର‌ବ୍‌ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ।


ଯଦି କେହି ତୁମ୍ଭକୁ ତା’ ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ୟ କରେ ତେବେ ତୁମ୍ଭେ ତା’ ସହିତ ଦୁଇ କୋଶ ଗ୍ଭଲି ଯାଅ।


Swiv nou:

Piblisite


Piblisite