Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:27 - ପବିତ୍ର ବାଇବଲ

27 ବହୁ ସଂଖ୍ୟାରେ ଲୋକେ ଯୀଶୁଙ୍କ ପଛେ ପଛେ ଗଲେ। କେତେକ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସେମାନେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହା ଜନତା ତାହାଙ୍କର ପଶ୍ଚାଦ୍ଗମନ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଏକ ବିରାଟ ଜନତା ମଧ୍ୟ ତାଙ୍କ ପଛେ ପଛେ ଗଲେ; ସେମାନଙ୍କ ମଧ୍ୟରେ ଥିବା କେତେ ଜଣ ସ୍ତ୍ରୀ ଲୋକ ଯୀଶୁଙ୍କ ପାଇଁ କ୍ରନ୍ଦନ ଓ ବିଳାପ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:27
9 Referans Kwoze  

ସମସ୍ତେ ସେହି ଝିଅଟିର ମୃତ୍ୟୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, “କାନ୍ଦ ନାହିଁ, ସେ ମରି ନାହିଁ, ସେ କେବଳ ଶୋଇଛି ମାତ୍ର।”


କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମ‌ଗ୍‌ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା।


କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।


ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ।


କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।


ମୋର ପଞ୍ଜରା ସବୁ ଗଣି ହୋଇ ଯାଉଛି ଓ ସେହି ଲୋକମାନେ ମୋ’ ଆଡ଼କୁ କ୍ରୁର ଦୃଷ୍ଟିରେ ଗ୍ଭହୁଁଛନ୍ତି।


‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।’


କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ କାନ୍ଦିବ ଓ ଦୁଃଖିତ ହେବ, କିନ୍ତୁ ଜଗତ ଆନନ୍ଦିତ ହେବ। ତୁମ୍ଭେ ଦୁଃଖୀ ହେବ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦରେ ପରିଣତ ହେବ,


Swiv nou:

Piblisite


Piblisite