Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:29 - ପବିତ୍ର ବାଇବଲ

29 ଏବେ ସମୟ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାନ୍ତି, ସେମାନେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ୟା, ସେମାନେ ଧନ୍ୟ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦେଇ ନାହାନ୍ତି ଏବଂ ତାହାଙ୍କର ଯତ୍ନ ନେଇ ନାହାନ୍ତି, ସେମାନେ ଧନ୍ୟ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ, ଏପରି ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

29 କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 କାରଣ ଏପରି ଦିନସବୁ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀମାନେ ବନ୍ଧ୍ୟା, ଯେଉଁମାନେ ସନ୍ତାନ ପ୍ରସବ କରି ନାହାନ୍ତି, ସେମାନେ କେଡ଼େ ଭାଗ୍ୟବତୀ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:29
9 Referans Kwoze  

“ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।


ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।”


ଏବଂ ଯିଏ ଆଜି ପର୍ଯ୍ୟନ୍ତ ଜନ୍ମ ହୋଇ ନାହିଁ, ସେ ଅନ୍ୟତର ସେମାନଙ୍କଠାରୁ ଭଲରେ ଅଛି, ଯେହେତୁ ସେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।


ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ଼ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡ଼ି ଉଚ୍ଚ ସ୍ୱରରେ କହିବାକୁ ଲାଗିଲା, “ଧନ୍ୟ ତୁମ୍ଭର ମା। କାରଣ ସେ ତୁମ୍ଭକୁ ଜନ୍ମ ଦେଇଛନ୍ତି ଓ କ୍ଷୀରପାନ କରାଇଛନ୍ତି।”


କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।


Swiv nou:

Piblisite


Piblisite