Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:3 - ପବିତ୍ର ବାଇବଲ

3 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପିଲାତ ତାଙ୍କୁ ପଚାରିଲେ, “ତୁମେ କ’ଣ ଯିହୁଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମେ ତ କହୁଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 23:3
14 Referans Kwoze  

ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି।


ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”


ସେମାନେ ସମସ୍ତେ କହିଲେ, “ତେବେ କ’ଣ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର?” ଯୀଶୁ ସେମାନଙ୍କୁ କହିଲେ, “ହଁ, ତୁମ୍ଭେ ଯାହା କହିଛ। ତାହା ଠିକ୍।”


ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”


ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, “ହେ! ଯିହୂଦୀମାନଙ୍କ ରାଜା।” ସେମାନେ ଯୀଶୁଙ୍କୁ ଗ୍ଭପୁଡ଼ା ମାରିଲେ।


କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ଏ ଯିହୂଦୀମାନଙ୍କର ରାଜା।”


ଯଦି ପ୍ରକୃତରେ ସେ ଖ୍ରୀଷ୍ଟ, ଇସ୍ରାଏଲର ରାଜା, ତେବେ ବର୍ତ୍ତମାନ ସେ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସୁ। ନିଜକୁ ରକ୍ଷା କରୁ। ତା'ହେଲେ ଆମ୍ଭେମାନେ ତାହା ଦେଖିବା ଓ ତାକୁ ବିଶ୍ୱାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖରେ କ୍ରୁଶ ବିଦ୍ଧ କରାଯାଉଥିଲା, ସେମାନ ମଧ୍ୟ ଯୀଶୁଙ୍କ ଅପମାନିତ କଲେ।


ତା'ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ।


ଏହି ସମୟରେ ଯୀଶୁ ରାଜ୍ୟପାଳ ପୀଲାତ ଆଗରେ ଠିଆ ହେଲେ। ରାଜ୍ୟପାଳ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ।”


ତେଣୁ ପୀଲାତ ପ୍ରାସାଦ ବାହାରେ ଯିହୂଦୀମାନଙ୍କ ପାଖକୁ ଗଲେ। ସେ ପଗ୍ଭରିଲେ, “ଏହି ଲୋକ ବିରୁଦ୍ଧରେ ତୁମ୍ଭମାନଙ୍କର ଅଭିଯୋଗ କ'ଣ?”


Swiv nou:

Piblisite


Piblisite