Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:36 - ପବିତ୍ର ବାଇବଲ

36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ସୈନ୍ୟମାନେ ମଧ୍ୟ ତାଙ୍କୁ ପରିହାସ କଲେ। ସେମାନେ ତାଙ୍କ ପାଖକୁ ଆସି ତାଙ୍କୁ ଅମ୍ଲରସ ଯାଚି କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 23:36
8 Referans Kwoze  

ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।


ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପ‌ଞ୍ଜ୍‌ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା।


ସେଠାରୁ ଜଣେ ଲୋକ ଦୌଡ଼ିଯାଇ ଅମ୍ଳରସରେ ଭିଜାଇଥିବା ଗୋଟିଏ ସ୍ପ‌ଞ୍ଜ୍‌ଆଣିଲା। ସ୍ପ‌ଞ୍ଜ୍‌କୁ ଗୋଟିଏ ବାଡ଼ିରେ ବାନ୍ଧିଲା। ଯୀଶୁ ସ୍ପ‌ଞ୍ଜ୍‌ରୁ ଅମ୍ଳରସ ପିଇବେ ବୋଲି ସେ ବାଡ଼ିଟିର ସ୍ପ‌ଞ୍ଜ୍‌ ବନ୍ଧା ହୋଇଥିବା ପାଖଟି ତାହାଙ୍କ ଆଡ଼କୁ ବଢ଼ାଇଲା। ଲୋକଟି କହିଲା, “ଏବେ ଆମ୍ଭେ ଅପେକ୍ଷା କରିବା ଏବଂ ଏଲିୟ ଆସି ତାକୁ କ୍ରୁଶ ଉପରୁ ତଳକୁ ନେବାକୁ ଆସୁଛନ୍ତି କି ନାହିଁ, ଦେଖିବା।”


ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ।


ତା'ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା'ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।


Swiv nou:

Piblisite


Piblisite