Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:45 - ପବିତ୍ର ବାଇବଲ

45 ସୂର୍ଯ୍ୟ ଦେଖାଯାଉ ନ ଥିଲା। ମନ୍ଦିରର ପରଦା ଦୁଇଖଣ୍ଡ ହୋଇ ଚିରିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ପୁଣି ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।

Gade chapit la Kopi

ଓଡିଆ ବାଇବେଲ

45 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ଏବଂ ମନ୍ଦିରରେ ଝୁଲୁଥିବା ବିଚ୍ଛେଦ ପରଦା ଚିରି ଦୁଇ ଖଣ୍ଡ ହୋଇଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:45
9 Referans Kwoze  

ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା,


ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା।


ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ।


ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାମୀ ବସ୍ତ୍ର ବ୍ୟବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବଦୂତଗଣର ଆକୃତି ବୁଣିଲେ।


Swiv nou:

Piblisite


Piblisite