Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:46 - ପବିତ୍ର ବାଇବଲ

46 ଯୀଶୁ ପାଟିକରି କହିଲେ, “ହେ ପରମପିତା, ମୁଁ ମୋର ଆତ୍ମା ତୁମ୍ଭକୁ ଦେଉଛି।” ଏହା କହିବା ପରେ ଯୀଶୁ ପ୍ରାଣ ତ୍ୟାଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆଉ, ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ।

Gade chapit la Kopi

ଓଡିଆ ବାଇବେଲ

46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ଯୀଶୁ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ପିତା! ତୁମ ହାତରେ ମୁଁ ମୋର ଆତ୍ମାକୁ ସମର୍ପଣ କରୁଛି!” ସେ ଏହା କହି ପ୍ରାଣ ତ୍ୟାଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:46
8 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ। ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି। ମୋତେ ରକ୍ଷା କର।


ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।”


ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।


ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ।


ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ।


ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।


Swiv nou:

Piblisite


Piblisite