ଲୂକ ଲିଖିତ ସୁସମାଚାର 23:54 - ପବିତ୍ର ବାଇବଲ54 ଏହା ପ୍ରସ୍ତୁତି ଦିବସର ଶେଷ ସମୟ ଥିଲା। ବିଶ୍ରାମ ଦିବସ ପାଖେଇ ଆସୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି ବିଶ୍ରାମବାର ନିକଟ ହୋଇ ଆସୁଥିଲା। Gade chapit laଓଡିଆ ବାଇବେଲ54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା Gade chapit laପବିତ୍ର ବାଇବଲ (CL) NT (BSI)54 ସେଦିନ ଶୁକ୍ରବାର ଥିଲା, ବିଶ୍ରାମବାରର ଆରମ୍ଭ ସମୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା Gade chapit la |
ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।