Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:10 - ପବିତ୍ର ବାଇବଲ

10 ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ, ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

10 ଏମାନେ ମଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯେଉଁ ସ୍ତ୍ରୀ ଲୋକମାନେ ପ୍ରେରିତ ଶିଷ୍ୟମାନଙ୍କୁ ଏସବୁ ବିଷୟ ଜଣାଇଲେ, ସେମାନେ ହେଉଛନ୍ତି - ମଗ୍ଦଲିନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଅନ୍ୟାନ୍ୟ ସ୍ତ୍ରୀ ଲୋକମାନେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏମାନେ ମଗ୍‌ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:10
7 Referans Kwoze  

ସେମାନଙ୍କ ମଧ୍ୟରେ ମ‌ଗ୍‌‌ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମା ମରିୟମ ଓ ଜେବଦୀଙ୍କ ପୁତ୍ରମାନ (ଯାକୁବ ଓ ଯୋହନ) ଙ୍କ ମା ଥିଲେ।


ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ।


ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ।


Swiv nou:

Piblisite


Piblisite