Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:14 - ପବିତ୍ର ବାଇବଲ

14 ଯାହାସବୁ ଘଟିଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା ହେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଏବଂ ଯାହା ସବୁ ଘଟିଯାଇଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:14
5 Referans Kwoze  

ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।


ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।


“ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହେବା ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହୋଇ ନାହଁ।


ସେହି ଦିନ ଯୀଶୁଙ୍କର ଦୁଇଜଣ ଶିଷ୍ୟ ଇମ୍ମାୟୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ଯିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର।


ସେ ସବୁ ବିଷୟ ସେମାନେ ଆଲୋଚନା କଲାବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଗ୍ଭଲିବାକୁ ଲାଗିଲେ।


Swiv nou:

Piblisite


Piblisite