Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:16 - ପବିତ୍ର ବାଇବଲ

16 କିନ୍ତୁ ସେ ଦୁଇଜଣଙ୍କୁ ସେତେବେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେମାନେ ତାଙ୍କୁ ଦେଖିଲେ କିନ୍ତୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:16
8 Referans Kwoze  

ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳରେ ଠିଆ ହୋଇଥିଲେ। କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନ ଥିଲେ।


ସେ ଏହା କହି ବୁଲି ପଡ଼ିଲେ। ସେ ଯୀଶୁଙ୍କୁ ସେଠାରେ ଠିଆ ହୋଇଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।


ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ।


ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ।


ସେ ସବୁ ବିଷୟ ସେମାନେ ଆଲୋଚନା କଲାବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଗ୍ଭଲିବାକୁ ଲାଗିଲେ।


ତା'ପରେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହା ବିଷୟରେ କଥାବାର୍ତ୍ତା କରୁଛ? ଦୁଇଜଣ ଯାକ ଅଟକି ଗଲେ। ସେମାନଙ୍କର ମୁହଁ ଅତ୍ୟନ୍ତ ଦୁଃଖିତ ଦେଖା ଯାଉଥିଲା।


ଯୋଷେଫ ଜାଣିଥିଲେ ଯେ ସେମାନେ ତାଙ୍କର ଭାଇ। କିନ୍ତୁ ସେମାନେ ଯୋଷେଫକୁ ଚିହ୍ନି ପାରିଲେ ନାହିଁ।


Swiv nou:

Piblisite


Piblisite