Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:24 - ପବିତ୍ର ବାଇବଲ

24 ତା'ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ୟ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ୟ ଖାଲି ଥିଲା, ସେମାନେ ଭିତରକୁ ଗ୍ଭହିଁଲେ, କିନ୍ତୁ ସେମାନେ ଯୀଶୁଙ୍କୁ ସେଠାରେ ପାଇଲେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ତାହାଙ୍କୁ ଦେଖିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ତା’ପରେ ଆମ ଦଳର କେତେକ, ସମାଧିକୁ ଯାଇ ସ୍ତ୍ରୀମାନଙ୍କ କହିବାନୁସାରେ ସେଠାରେ ଠିକ୍ ସେହିପରି ସବୁ ଦେଖି ଆସିଲେ, କିନ୍ତୁ ଯୀଶୁଙ୍କୁ ସେମାନେ କେହି ଦେଖି ନାହାନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:24
5 Referans Kwoze  

କିନ୍ତୁ ପିତର ଉଠି ପଡ଼ିଲେ। ଏ କଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡ଼ିଗଲେ। ସେ ଭିତରକୁ ଗ୍ଭହିଁଲେ। କିନ୍ତୁ ସେ କେବଳ ଯୀଶୁଙ୍କ ଉପରେ ଘୋଡ଼ାଇ ଦିଆଯାଇଥିବା ଲୁଗାପଟି ସେଠାରେ ଦେଖିଲେ। ଯୀଶୁଙ୍କ ଶରୀର ସେଠାରେ ନ ଥିଲା। ଯାହା ଘଟି ଯାଇଥିଲା, ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଏକାକୀ ରହିବା ପାଇଁ ଗ୍ଭଲିଗଲେ।


ତା'ପରେ ହେରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସେମାନେ କେତେବେଳେ ପ୍ରଥମେ ସେହି ତାରା ଦେଖିଥିଲେ, ତାହାର ସଠିକ୍ ସମୟ ହେରୋଦ ପଣ୍ଡିତମାନଙ୍କଠାରୁ ବୁଝିନେଲେ।


କିନ୍ତୁ ସେମାନେ ସେଠାରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସେମାନେ ସେଠାରେ ସ୍ୱର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ୟ ଆମ୍ଭକୁ ଫେରି ଆସି କହିଲେ। ସ୍ୱର୍ଗଦୂତମାନେ ସେମାନଙ୍କୁ ଯୀଶୁ ଜୀବିତ ଥିବା କଥା କହିଥିଲେ।


ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର।


Swiv nou:

Piblisite


Piblisite