Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:3 - ପବିତ୍ର ବାଇବଲ

3 ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:3
6 Referans Kwoze  

କିନ୍ତୁ ସେମାନେ ସେଠାରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସେମାନେ ସେଠାରେ ସ୍ୱର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ୟ ଆମ୍ଭକୁ ଫେରି ଆସି କହିଲେ। ସ୍ୱର୍ଗଦୂତମାନେ ସେମାନଙ୍କୁ ଯୀଶୁ ଜୀବିତ ଥିବା କଥା କହିଥିଲେ।


ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ।


ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।”


ସମାଧି ବନ୍ଦ କରିବା ପାଇଁ ତା'ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି।


ତେଣୁ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କର ପୁନରୁ‌ତ୍‌ଥାନର ସାକ୍ଷୀ ହେବା ନିମନ୍ତେ ଆଉ ଜଣେ ଆମ୍ଭ ସହିତ ଯୋଗ ଦେବା ନିତାନ୍ତ ଜରୁରୀ ଅଟେ। ତେଣୁ ପ୍ରଭୁ ଯୀଶୁ ଆମ୍ଭ ସହିତ ଥିବା ସମୟରେ ସେତେବେଳେ ଆମ୍ଭମାନଙ୍କ ଭିତରେ ଯେତେ ଜଣ ଥିଲେ ସେମାନଙ୍କ ମଧ୍ୟରୁ ଆଉ ଜଣକୁ ହିଁ ବଛାଯିବ। ଅନ୍ୟଭାଷାରେ କହିବାକୁ ଗଲେ, ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ଦିନଠାରୁ ଯୀଶୁଙ୍କୁ ଆମ୍ଭମାନଙ୍କ ମଧ୍ୟରୁ ଊର୍ଦ୍ଧ୍ୱକୁ ନିଆ ହୋଇଯିବା ପର୍ଯ୍ୟନ୍ତ ଏହି ଲୋକ ଜଣକ ଆମ୍ଭ ସଙ୍ଗରେ ରହିଥିବା ଉଚିତ୍।”


Swiv nou:

Piblisite


Piblisite