Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:33 - ପବିତ୍ର ବାଇବଲ

33 ତା'ପରେ ସେମାନେ ଉଠି ପଡ଼ିଲେ ଓ ଯିରୁଶାଲମକୁ ଫେରିଗଲେ। ଯିରୁଶାଲମରେ ସେମାନେ ଯୀଶୁଙ୍କ ଶିଷ୍ୟଗଣ ଓ ଏଗାର ଜଣ ପ୍ରେରିତଙ୍କୁ ଏକତ୍ରିତ ହୋଇଥିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ସେମାନେ ସେହି ଦଣ୍ତରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;

Gade chapit la Kopi

ଓଡିଆ ବାଇବେଲ

33 ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ସେମାନେ ସଙ୍ଗେ ସଙ୍ଗେ ଉଠି ଯିରୁଶାଲମକୁ ଫେରିଗଲେ। ସେଠାରେ ସେମାନେ ଦେଖିଲେ, ଏଗାର ଜଣ ଶିଷ୍ୟ ଓ ଅନ୍ୟମାନେ ଏକତ୍ର ହୋଇ କୁହାକୁହି ହେଉଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;

Gade chapit la Kopi




ଲୂକ ଲିଖିତ ସୁସମାଚାର 24:33
4 Referans Kwoze  

ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।


ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।


ତା'ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ରେରିତମାନଙ୍କୁ ଆଉଥରେ ଦେଖା ଦେଲେ।


Swiv nou:

Piblisite


Piblisite