ଲୂକ ଲିଖିତ ସୁସମାଚାର 24:36 - ପବିତ୍ର ବାଇବଲ36 ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।” Gade chapit laପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ। Gade chapit laଓଡିଆ ବାଇବେଲ36 କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)36 ସେହି ଦୁଇ ଜଣ ସେମାନଙ୍କୁ ଏ କଥା କହୁଥିବା ସମୟରେ, ହଠାତ୍ ପ୍ରଭୁ ନିଜେ ସେମାନଙ୍କ ମଧ୍ୟରେ ଆସି ଠିଆ ହେଲେ ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।” Gade chapit la |