ଲୂକ ଲିଖିତ ସୁସମାଚାର 24:45 - ପବିତ୍ର ବାଇବଲ45 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ବୁଦ୍ଧିରୂପ ଦ୍ଵାର ଉନ୍ମୁକ୍ତ କଲେ; Gade chapit laଓଡିଆ ବାଇବେଲ45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; Gade chapit laପବିତ୍ର ବାଇବଲ (CL) NT (BSI)45 ତା’ପରେ ଧର୍ମଶାସ୍ତ୍ରର ଅର୍ଥ ବୁଝିବା ପାଇଁ ସେ ସେମାନଙ୍କ ମନକୁ ଉନ୍ମୁକ୍ତ କଲେ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; Gade chapit la |