ଲୂକ ଲିଖିତ ସୁସମାଚାର 3:13 - ପବିତ୍ର ବାଇବଲ13 ଯୋହନ ସେମାନଙ୍କୁ କହିଲେ, “ତୁମ୍ଭକୁ ଯେତିକି ନେବାକୁ ଆଦେଶ ଦିଆଯାଇଛି, ତା'ଠାରୁ ଅଧିକ କର ଲୋକମାନଙ୍କଠାରୁ ନିଅ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯାହା ନିରୂପିତ, ତାହା ଅପେକ୍ଷା ଅଧିକ ଆଦାୟ କର ନାହିଁ। Gade chapit laଓଡିଆ ବାଇବେଲ13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)13 ସେ ସେମାନଙ୍କୁ କହିଲେ, “ଉଚିତ୍ ପରିମାଣଠାରୁ ଅଧିକ ଆଦାୟ କର ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ। Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।