ଲୂକ ଲିଖିତ ସୁସମାଚାର 3:14 - ପବିତ୍ର ବାଇବଲ14 ସୈନ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭକୁ କ’ଣ କରିବାକୁ ହେବ?” ଯୋହନ ସେମାନଙ୍କୁ କହିଲେ, “ବଳପୂର୍ବକ କାହାରିଠାରୁ ଅର୍ଥ ନିଅ ନାହିଁ। କାହା ବିରୁଦ୍ଧରେ ମିଛ କୁହ ନାହିଁ। ଯେତିକି ବେତନ ମିଳୁଛି, ସେତିକିରେ ସନ୍ତୁଷ୍ଟ ରୁହ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ସୈନିକମାନେ ମଧ୍ୟ ତାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାରି ଧନ ହରଣ କର ନାହିଁ, ପୁଣି ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ। Gade chapit laଓଡିଆ ବାଇବେଲ14 ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କ'ଣ କରିବା ? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ । Gade chapit laପବିତ୍ର ବାଇବଲ (CL) NT (BSI)14 କେତେକ ସୈନିକ ମଧ୍ୟ ତାଙ୍କୁ ପଚାରିଲେ, “ଆମର କ’ଣ ହେବ? ଆମେ କ’ଣ କରିବା?” ସେ ସେମାନଙ୍କୁ କହିଲେ, “ବଳପୂର୍ବକ କାହାଠାରୁ ଅର୍ଥ ନିଅ ନାହିଁ, ଅବା କାହା ପ୍ରତି ମିଥ୍ୟା ଦୋଷାରୋପ କର ନାହିଁ। ନିଜ ନିଜ ବେତନରେ ସନ୍ତୁଷ୍ଟ ହୁଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ। Gade chapit la |
ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।