Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:15 - ପବିତ୍ର ବାଇବଲ

15 ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷାରେ ଥିଲେ। ଯୋହନଙ୍କ ବିଷୟରେ ସେମାନେ ମନେ ମନେ ଭାବୁଥିଲେ, “ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ସମ୍ଵନ୍ଧରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,

Gade chapit la Kopi

ଓଡିଆ ବାଇବେଲ

15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ମସୀହଙ୍କ ପ୍ରତୀକ୍ଷାରେ ଥିବା ଲୋକମାନଙ୍କ ଆଶା ଆକାଂକ୍ଷା ବୃଦ୍ଧି ପାଇବାକୁ ଲାଗିଲା। ଯୋହନ ହୁଏତ ମସୀହ ହୋଇଥିବେ, ଏ କଥା ସେମାନେ ମନେ ମନେ କହିବାକୁ ଲାଗିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,

Gade chapit la Kopi




ଲୂକ ଲିଖିତ ସୁସମାଚାର 3:15
4 Referans Kwoze  

ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”


ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”


Swiv nou:

Piblisite


Piblisite