ଲୂକ ଲିଖିତ ସୁସମାଚାର 3:18 - ପବିତ୍ର ବାଇବଲ18 ଏହିଭଳି ଯୋହନ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଉଥିଲେ ଏବଂ ଅନେକ ପ୍ରକାରେ ସାହାଯ୍ୟ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ଵାଦ ପ୍ରଚାର କରୁଥିଲେ; Gade chapit laଓଡିଆ ବାଇବେଲ18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ; Gade chapit laପବିତ୍ର ବାଇବଲ (CL) NT (BSI)18 ବିଭିନ୍ନ ରୀତିରେ ଯୋହନ ଲୋକମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କଲେ ଓ ସେମାନଙ୍କ ଗୁଣ ଆଚରଣ ପରିବର୍ତ୍ତନ କରିବା ପାଇଁ ସେମାନଙ୍କୁ ଶିକ୍ଷା ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ; Gade chapit la |
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।