Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:32 - ପବିତ୍ର ବାଇବଲ

32 ଦାଉଦ ଯିଶୟଙ୍କ ପୁତ୍ର। ଯିଶୟ ଓବେଦଙ୍କ ପୁତ୍ର। ଓବେଦ ବୋୟଜଙ୍କ ପୁତ୍ର। ବୋୟଜ ଶେଲହଙ୍କ ପୁତ୍ର। ଶେଲହ ନହଶୋନଙ୍କ ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଦାଉଦ ଯିଶୟଙ୍କ ପୁତ୍ର, ଯିଶୟ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,

Gade chapit la Kopi

ଓଡିଆ ବାଇବେଲ

32 ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଦାଉଦ ଯିଶୟଙ୍କ ପୁତ୍ର, ଯିଶୟ ଓବେଦ୍‌ଙ୍କ ପୁତ୍ର, ଓବେଦ୍ ବୋୟଜଙ୍କ ପୁତ୍ର, ବୋୟଜ ସାଲ୍ମୋନଙ୍କ ପୁତ୍ର, ସାଲ୍ମୋନ୍ ନାଶୋନ୍‌ଙ୍କ ପୁତ୍ର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,

Gade chapit la Kopi




ଲୂକ ଲିଖିତ ସୁସମାଚାର 3:32
16 Referans Kwoze  

ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।


ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।


ଯିଶୀର ପୁତ୍ର ଏ ପୃଥିବୀରେ ଯେତେ ଦିନ ବଞ୍ଚିଥାଏ ସେତେ ଦିନ ପର୍ଯ୍ୟନ୍ତ ତୋର ରାଜ୍ୟ ଠିକ୍ ହେବ ନାହିଁ। ତେଣୁ ଲୋକ ପଠାଇ ତାକୁ ମୋ’ ପାଖକୁ ଆଣ କାରଣ ସେ ନିଶ୍ଚୟ ମରିବ।”


ବାର ଅଧିପତିମାନଙ୍କ ମଧ୍ୟରୁ ପ୍ରତ୍ୟେକ ଅଧିପତି ନିଜ ନିଜ ଉପହାର ଦେଲେ। ଏହି ଉପହାର ଗୁଡ଼ିକ ହେଲା: ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ। ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା। ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା। ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ। ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ। ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା। ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା। ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା। ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା। ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ। ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା। ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା। ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା। ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା। ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା। ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା। ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।


ଯିହୁଦା ପରିବାରବର୍ଗର, ଅମ୍ମୀନାଦବର ପୁତ୍ର ନହଶୋନ।


ଶାଉଲ ତାଙ୍କୁ ପଗ୍ଭରିଲେ, “ହେ ଯୁବକ ତୁମ୍ଭେ କାହାର ପୁଅ?” ଦାଉଦ କହିଲେ, “ମୁଁ ଆପଣଙ୍କ ଦାସ ବୈ‌ଥ୍‌ଲେହମୀୟ ଯିଶୀର ପୁତ୍ର।”


“ଯିହୁଦାର ବିଭାଗ ଛାଉଣି ସ୍ଥାପନ କରିବେ ତାଙ୍କ ଧ୍ୱଜା ସହିତ ପୂର୍ବଦିଗର ସୂର୍ଯ୍ୟଦୋୟ ଆଡ଼େ, ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦାର ଲୋକମାନଙ୍କର ନେତା ହେବ।


ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।


ଏଲିୟାକୀମ ମଲାହଙ୍କ ପୁତ୍ର। ମଲାହ ମନ୍ନାଙ୍କ ପୁତ୍ର। ମନ୍ନା ମତ୍ତଥାଙ୍କ ପୁତ୍ର। ମତ୍ତଥା ନାଥନଙ୍କ ପୁତ୍ର। ନାଥନ ଦାଉଦଙ୍କ ପୁତ୍ର।


ନହଶୋନ ଅମ୍ମୀନାଦାବଙ୍କ ପୁତ୍ର। ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର। ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର। ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର। ହେସ୍ରୋଣ ଫେରସଙ୍କ ପୁତ୍ର। ଫେରସ ଯିହୂଦାଙ୍କ ପୁତ୍ର।


Swiv nou:

Piblisite


Piblisite