Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:33 - ପବିତ୍ର ବାଇବଲ

33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର। ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର। ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର। ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର। ହେସ୍ରୋଣ ଫେରସଙ୍କ ପୁତ୍ର। ଫେରସ ଯିହୂଦାଙ୍କ ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର, ହେସ୍ରୋଣ ଫେରସଙ୍କ ପୁତ୍ର, ଫେରସ ଯିହୁଦାଙ୍କ ପୁତ୍ର,

Gade chapit la Kopi

ଓଡିଆ ବାଇବେଲ

33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର, ହେସ୍ରୋଣ ଫେରସଙ୍କ ପୁତ୍ର, ଫେରସ ଯିହୂଦାଙ୍କ ପୁତ୍ର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ନାଶୋନ୍ ଅମ୍ମିନାଦବ୍‌ଙ୍କ ପୁତ୍ର, ଅମ୍ମିନାଦବ୍ ଆଦ୍ମିନ୍‌ଙ୍କ ପୁତ୍ର, ଆଦ୍ମିନ୍ ଆର୍ନିଙ୍କ ପୁତ୍ର, ଆର୍ନି ହେଜ୍ରୋନ୍‌ଙ୍କ ପୁତ୍ର, ହେଜ୍ରୋନ୍ ପେରେଜ୍‌ଙ୍କ ପୁତ୍ର, ପେରେଜ୍ ଯିହୂଦାଙ୍କ ପୁତ୍ର,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,

Gade chapit la Kopi




ଲୂକ ଲିଖିତ ସୁସମାଚାର 3:33
15 Referans Kwoze  

ଊଥୟ ଅମ୍ମୀହୂ‌ଦଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପେରସଙ୍କ ଜଣେ ବଂଶଧର ଥିଲେ। ପେରସ୍ ଯିହୁଦାଙ୍କ ପୁତ୍ର ଥିଲେ।


ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାରେ ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”


“ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।


ଯିହୁଦାର ପୁତ୍ର, ଏର, ଓନନ୍, ଶେଲା, ପେରସ୍ ଓ ସେରହ। କିନ୍ତୁ ଏର ଏବଂ ଓନନ୍ କିଣାନ ଦେଶରେ ମରିଥିଲେ, ପେରସର ପୁତ୍ର ହିଷ୍ରୋନ୍ ଓ ହାମୂଲ ଥିଲେ।


ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ ତାହାର ଭ୍ରାତା ଭୂମିଷ୍ଠ ହେଲା, ତହିଁରେ ଧାତ୍ରୀ କହିଲା, “ତୁମ୍ଭେ ଜୋର୍ କରି ଭେଦ କରିଅଛ।” ତେଣୁ ତା'ର ନାମ ପେରସ୍।


ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।


“ଯିହୁଦାର ବିଭାଗ ଛାଉଣି ସ୍ଥାପନ କରିବେ ତାଙ୍କ ଧ୍ୱଜା ସହିତ ପୂର୍ବଦିଗର ସୂର୍ଯ୍ୟଦୋୟ ଆଡ଼େ, ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦାର ଲୋକମାନଙ୍କର ନେତା ହେବ।


ଦାଉଦ ଯିଶୟଙ୍କ ପୁତ୍ର। ଯିଶୟ ଓବେଦଙ୍କ ପୁତ୍ର। ଓବେଦ ବୋୟଜଙ୍କ ପୁତ୍ର। ବୋୟଜ ଶେଲହଙ୍କ ପୁତ୍ର। ଶେଲହ ନହଶୋନଙ୍କ ପୁତ୍ର।


ଯିହୂଦା ଯାକୁବଙ୍କ ପୁତ୍ର। ଯାକୁବ ଇ‌‌ସ୍‌‌ହାକଙ୍କ ପୁତ୍ର। ଇ‌‌ସ୍‌‌ହାକ ଅବ୍ରହାମଙ୍କ ପୁତ୍ର। ଅବ୍ରହାମ ତେରେହଙ୍କ ପୁତ୍ର। ତେରେହ ନାହୋରଙ୍କ ପୁତ୍ର।


Swiv nou:

Piblisite


Piblisite