ଲୂକ ଲିଖିତ ସୁସମାଚାର 4:31 - ପବିତ୍ର ବାଇବଲ31 ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାରରେ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ସେ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ, Gade chapit laଓଡିଆ ବାଇବେଲ31 ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ, Gade chapit laପବିତ୍ର ବାଇବଲ (CL) NT (BSI)31 ତା’ପରେ ଯୀଶୁ ଗାଲିଲୀର କପର୍ନାହୂମ ନାମକ ଏକ ସହରକୁ ଯାଇ ବିଶ୍ରାମବାର ଦିନ ସେଠାରେ ଶିକ୍ଷା ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ, Gade chapit la |