ଲୂକ ଲିଖିତ ସୁସମାଚାର 4:32 - ପବିତ୍ର ବାଇବଲ32 ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। Gade chapit laଓଡିଆ ବାଇବେଲ32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)32 ତାଙ୍କର ଶିକ୍ଷା ଦେବା ପ୍ରଣାଳୀରେ ସେମାନେ ସମସ୍ତେ ଆଚମ୍ବିତ ହେଲେ, କାରଣ ସେ କ୍ଷମତାର ସହ କଥା କହୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। Gade chapit la |
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ।
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।