ଲୂକ ଲିଖିତ ସୁସମାଚାର 5:1 - ପବିତ୍ର ବାଇବଲ1 ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ି ଈଶ୍ଵରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; Gade chapit laଓଡିଆ ବାଇବେଲ1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; Gade chapit laପବିତ୍ର ବାଇବଲ (CL) NT (BSI)1 ଦିନେ ଯୀଶୁ ଗିନେସରତ୍ ହ୍ରଦ କୂଳରେ ଛିଡ଼ା ହୋଇଥିଲେ ଓ ଲୋକମାନେ ତାଙ୍କଠାରୁ ଈଶ୍ୱରଙ୍କ ବାକ୍ୟ ଶୁଣିବା ପାଇଁ ତାଙ୍କ ଉପରେ ମାଡ଼ି ପଡ଼ୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; Gade chapit la |