ଲୂକ ଲିଖିତ ସୁସମାଚାର 5:15 - ପବିତ୍ର ବାଇବଲ15 କିନ୍ତୁ ଯୀଶୁଙ୍କ ବିଷୟରେ ଖବର ଆହୁରି ଅଧିକରୁ ଅଧିକ ବ୍ୟାପିଗଲା। ଅନେକ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହେବାକୁ ତାହାଙ୍କ ପାଖକୁ ଆସୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; Gade chapit laଓଡିଆ ବାଇବେଲ15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; Gade chapit laପବିତ୍ର ବାଇବଲ (CL) NT (BSI)15 କିନ୍ତୁ ଯୀଶୁଙ୍କ କାର୍ଯ୍ୟକଳାପର ସମ୍ବାଦ ଆହୁରି ବ୍ୟାପିଗଲା ଏବଂ ବହୁସଂଖ୍ୟକ ଲୋକ ତାଙ୍କ କଥା ଶୁଣିବା ପାଇଁ ଓ ରୋଗ ମୁକ୍ତ ହେବା ପାଇଁ ତାଙ୍କ ନିକଟକୁ ଆସିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; Gade chapit la |
ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।