Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:22 - ପବିତ୍ର ବାଇବଲ

22 କିନ୍ତୁ ଯୀଶୁ ଜାଣପାରିଲେ ଯେ ସେମାନେ କ’ଣ ଭାବୁଛନ୍ତି। ସେ କହିଲେ, “ତୁମ୍ଭେମାନେ ମନ ଭିତରେ ଏଭଳି ବିଗ୍ଭର କାହିଁକି ଆଣୁଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣିପାରି ସେମାନଙ୍କୁ କହିଲେ, “ତୁମେ କାହିଁକି ଏପରି କଥା ସବୁ ଭାବୁଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?

Gade chapit la Kopi




ଲୂକ ଲିଖିତ ସୁସମାଚାର 5:22
15 Referans Kwoze  

କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ?


ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ।


ସେମାନେ କ’ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସେମାନଙ୍କୁ କହିଲେ, “ରୋଟୀ ନାହିଁ ବୋଲି ତୁମ୍ଭେମାନେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭେମାନେ ଦେଖି ପାରୁନ କି ବୁଝି ପାରୁନ?


ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି।


ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?


“କାରଣ ଆମ୍ଭେ ସେମାନଙ୍କର କାର୍ଯ୍ୟ ଓ ଶିକ୍ଷାପ୍ରଣାଳୀ ଜାଣୁ, ସର୍ବଦେଶୀୟ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।


ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ। ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।


ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖ‌‌ଡ଼୍‌ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ।


“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେ ସମୟରେ ନାନା ଭାବନା ତୁମ୍ଭ ମନରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।


ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ୟ ଅଟେ। ମାତ୍ର ସ୍ୱଳ୍ପ କଥା ଆନନ୍ଦ ଦାୟକ।


ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।


ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଭାବିବାକୁ ଲାଗିଲେ, “ଏ ଲୋକ କିଏ? ଏ ପରମେଶ୍ୱରଙ୍କୁ ଅପମାନ କରୁଛି। କେବଳ ପରମେଶ୍ୱର ପାପକ୍ଷମା କରିପାରନ୍ତି?”


କଅଣ କହିବା ସରଳ? ପକ୍ଷାଘାତ ରୋଗୀଟିକୁ କହିବା ଯେ ‘ତୁମ୍ଭ ପାପକ୍ଷମା କରି ଦିଆଗଲା’ ନା ଏ କଥା କହିବା ଯେ ଉଠ ଓ ଗ୍ଭଲ?’


Swiv nou:

Piblisite


Piblisite