Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:37 - ପବିତ୍ର ବାଇବଲ

37 କୌଣସି ଲୋକ ପୁରୁଣା ଚମଡ଼ା ଥଳିଗୁଡ଼ିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ଥଳିଗୁଡ଼ିକୁ ଚିରିଦେବ। ଦ୍ରାକ୍ଷାରସ ଢାଳି ହୋଇଯିବ ଓ ଥଳିଗୁଡ଼ିକ ନଷ୍ଟ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।

Gade chapit la Kopi

ଓଡିଆ ବାଇବେଲ

37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ (ଚମଡ଼ାରେ ତିଆରି ପାତ୍ରରେ) ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ (ଚମଡ଼ାରେ ତିଆରି ପାତ୍ରକୁ) ଫଟାଇ ପଡ଼ିଯିବ, ଆଉ କୁମ୍ଫା (ଚମଡ଼ାରେ ତିଆରି ପାତ୍ର) ନଷ୍ଟ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ପୁରୁଣା ଦ୍ରାକ୍ଷାରସ କୁମ୍ପାରେ କେହି ନୂଆ ଦ୍ରାକ୍ଷାରସ ଢ଼ାଳେ ନାହିଁ, କାରଣ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ଦେବ, ଦ୍ରାକ୍ଷାରସ ସବୁ ଢ଼ାଳି ହୋଇଯିବ ଏବଂ କୁମ୍ପାଗୁଡ଼ିକ ନଷ୍ଟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:37
6 Referans Kwoze  

ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ। ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।


ପୁଣି ଦେଖ, ଏହିସବୁ ଦ୍ରାକ୍ଷାରସର କୁମ୍ପା ନୂତନ ଦ୍ରାକ୍ଷା ରସରେ ଭର୍ତ୍ତି କରିଥିଲୁ ତାହା ଫାଟି ଯାଇଛି। ଏବଂ ଆମ୍ଭକୁ ଲକ୍ଷ୍ୟକର, ବହୁତ ଦୂର ଯାତ୍ରା କରିଥିବାରୁ ଆମ୍ଭମାନଙ୍କର ଲୁଗା ଓ ଜୋତା କିପରି ପୁରୁଣା ହୋଇଗଲାଣି।”


ତା'ପରେ ସେମାନେ କପଟଭାବରେ କାର୍ଯ୍ୟ କଲେ। ସେମାନେ ପୁରୁଣା ଅଖା ଓ ତାଳିପକା ଦ୍ରାକ୍ଷାକୁମ୍ପା ଗଧ ଉପରେ ନଦିଲେ।


ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।”


ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ଜଣେ ଲୋକ ଗୋଟିଏ ପୁରୁଣା ଗ୍ଭଦରରେ ତାଳି ପକାଇବାକୁ କୌଣସି ନୂଆ ଗ୍ଭଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁ ଲୋକ ଏଭଳି କରେ, ତା'ର ନୂଆ ଗ୍ଭଦରଟିତ ନଷ୍ଟ ହୋଇଯାଏ ପୁଣି ନୂଆ ଗ୍ଭଦରରୁ ଚିରା ହୋଇଥିବା ତାଳି ପୁରୁଣା ଗ୍ଭଦର ସାଙ୍ଗରେ ମିଶେ ନାହିଁ।


ତେଣୁ ଲୋକେ ସଦାବେଳେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳିରେ ରଖଥା’ନ୍ତି।


Swiv nou:

Piblisite


Piblisite