Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:10 - ପବିତ୍ର ବାଇବଲ

10 ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି ଭଲ ହୋଇଗଲା।

Gade chapit la Kopi

ଓଡିଆ ବାଇବେଲ

10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ ସମସ୍ତଙ୍କ ଆଡ଼କୁ ଅନାଇ ଲୋକଟିକୁ କହିଲେ, “ତୁମର ହାତ ବମାଅ।” ସେ ସେପରି କଲା ଓ ତା’ର ହାତ ସୁସ୍ଥ ହୋଇଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:10
7 Referans Kwoze  

ତା'ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ


ତା'ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।”


ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।


ତା'ପରେ ରାଜା ଯାରବିୟାମ ପରମେଶ୍ୱରଙ୍କ ଲୋକକୁ ନିବେଦନ କରି କହିଲେ, “ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ମୋରବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।” ତେଣୁ ପରମେଶ୍ୱରଙ୍କ ଲୋକ ପ୍ରାର୍ଥନା କଲେ, ରାଜାଙ୍କର ପକ୍ଷାଘାତ ବାହୁ ଭଲ ହୋଇଗଲା।


ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।”


ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”


Swiv nou:

Piblisite


Piblisite