ଲୂକ ଲିଖିତ ସୁସମାଚାର 6:15 - ପବିତ୍ର ବାଇବଲ15 ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଶିମୋନ ଯାହାଙ୍କୁ ଉଦ୍ଯୋଗୀ ବୋଲି କୁହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି, Gade chapit laଓଡିଆ ବାଇବେଲ15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି, Gade chapit laପବିତ୍ର ବାଇବଲ (CL) NT (BSI)15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ (ଯାହାଙ୍କୁ ଦେଶପ୍ରେମୀ କୁହାଯାଉଥିଲା), Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି, Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”