Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:18 - ପବିତ୍ର ବାଇବଲ

18 ସେମାନେ ଯୀଶୁଙ୍କ ଉପଦେଶ ଶୁଣିବାକୁ ଓ ସୁସ୍ଥ ହେବାକୁ ସେଠାକୁ ଆସିଥିଲେ। ଯେଉଁମାନେ ଦୁଷ୍ଟାତ୍ମା ଯୋଗୁଁ କଷ୍ଟ ପାଉଥିଲେ, ସେମାନେ ସେଠାକୁ ଆସି ସୁସ୍ଥ ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ଵାରା କ୍ଳେଶ ଭୋଗୁଥିଲେ, ସେମାନେ ସୁସ୍ଥ କରାଗଲେ;

Gade chapit la Kopi

ଓଡିଆ ବାଇବେଲ

18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେମାନେ ତାଙ୍କର ଶିକ୍ଷା ଶୁଣିବାକୁ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ପାଇଁ ଆସିଥିଲେ। ଯେଉଁମାନେ ଭୂତଗ୍ରସ୍ତ ହୋଇ କଷ୍ଟ ପାଉଥିଲେ, ସେମାନେ ମଧ୍ୟ ଆସି ସୁସ୍ଥ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;

Gade chapit la Kopi




ଲୂକ ଲିଖିତ ସୁସମାଚାର 6:18
5 Referans Kwoze  

ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।


ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି।


ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”


ତା'ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ।


ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।


Swiv nou:

Piblisite


Piblisite